Masthead

ପୁଣି ଧନୀ ତାଲିକାର ଟପରେ ଏଲନ୍ ମସ୍କ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପୁଣି ଧନୀ ତାଲିକାର ଟପରେ ରହିଲେ ଏଲନ୍ ମସ୍କ । ପଛରେ ପଡିଲେ ବର୍ଣ୍ଣାଡ୍ ଆର୍ଣ୍ଣଲ୍ଟ । ବ୍ଲୁମବର୍ଗ ରିପୋର୍ଟରୁ ଜଣାପଡ଼ିଛି ଯେ ୨୦୨୨ରେ ମସ୍କ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ଆସନ ହରାଇଥିଲେ । ଟେସ୍‌ଲାର ସେୟାର ହ୍ରାସ ପାଇଥିବାରୁ ମସ୍କଙ୍କ ସଂପତ୍ତି ବି ହ୍ରାସ ପାଇଥିଲା। ତାଙ୍କ ସ୍ଥାନ ଅଧିକାର କରିଥିଲେ ଲୁଇସ୍‌ ଭୁଇଟନ୍‌ର ସିଇଓ ବର୍ଣ୍ଣାଡ ଆର୍ଣ୍ଣଲ୍ଟ। ପ୍ରାୟ ୨ ବର୍ଷ ପରେ ମସ୍କ ପୁଣି ଥରେ ତାଙ୍କ ସ୍ଥିତିକୁ ଫେରିଛନ୍ତି । ପୁଣି ବିଶ୍ୱର ପ୍ରଥମ ଧନୀ ତାଲିକାରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି