ପୁଣି ଠାବ ହେଲା ନକଲି ମସଲା

କଟକ(ବଡ଼ ଖବର ବ୍ୟୁରୋ): କଟକରେ ପୁଣି ଠାବ ହେଲା ନକଲି ମସଲାର ପସରା । ପ୍ରାୟ ୨୦ କ୍ୱିଣ୍ଟାଲର ଅପମିଶ୍ରିତ ଲଙ୍କା, ହଳଦୀ, ଧନିଆ ପାଉଡର ଆଦି ମସଲା ଠାବ ହୋଇଛି । ଉଭୟ ମାଲଗୋଦାମ ଥାନା ପୋଲିସ ଓ ସିଏମସି ଫୁଡ ସ୍କ୍ୱାର୍ଡ ଚଢାଉ କରି ଏହି ନକଲି ମସଲା କାରଖାନାକୁ ଠାବ କରିଛି ।

ବିଭିନ୍ନ ମସଲାରେ ରାସାୟନିକ ରଙ୍ଗ ମିଶ୍ରଣ କରି ନକଲି ମସଲା ପ୍ରସ୍ତୁତ କରି ଏହି କମ୍ପାନୀ ବଜାରରେ ବିକ୍ରି କରୁଥିଲା । ଦୀର୍ଘ ୬ବର୍ଷ କାଳ ଏହି ନକଲି ମସଲା କମ୍ପାନୀ ଚାଲିଥିଲା । ଜବତ ନକଲି ମସଲାର ମୂଲ୍ୟ ୫୦ଲକ୍ଷ ଟଙ୍କା ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି । ଜବତ ନକଲି ସାମଗ୍ରୀକୁ ପରୀକ୍ଷା ପାଇଁ ଲାବରଟୋରିକୁ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!