Masthead

ଗୋଟିଏ ଦିନ ପରେ ପୁଣି ହଜାରେ ଟପିଲା ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୋଟିଏ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ୧ ହଜାର ଟପିଲା କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧ ହଜାର ୪୧ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୬୪ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୬ହଜାର ୫୬୫ରେ ପହଞ୍ଚିଛି। ୨୮ ଜିଲ୍ଲା ଓ ଷ୍ଟେଟପୁଲରୁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡା ଓ ସୋନପୁରରେ ଶୂନ ସଂକ୍ରମଣ ରହିଛି। କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ କେସ୍ ୪୩୬ ରହିଛି।

୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୪ଶହ ୭୫ ଆକ୍ରାନ୍ତ। ସେପଟେ ଖୋର୍ଦ୍ଧାରୁ ସର୍ବାଧିକ ୩୮୩, କଟକରୁ ୧୩୨, ଜଗତସିଂହପୁର ଓ ଷ୍ଟେଟପୁଲରୁ ୮୧ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୮୮ହଜାର ୯୯୭ ଥିବା ବେଳେ ମୋଟ୍ ସୁସ୍ଥ ହେଲେଣି ୯ଲକ୍ଷ ୭୧ହଜାର ୩୯୧। ଆକ୍ଟିଭ କେସ୍ ୧୦ହଜାର ୯୮୮।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା