Masthead

ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ । ବେଙ୍ଗାଲୁରୁରେ ମୁହାଁମୁହିଁ ହେବେ ଆରସିବି-କେକେଆର । ଅପରେସନ ସିନ୍ଦୂର ପାଇଁ ସ୍ଥଗିତ ଥିଲା ଆଇପିଏଲ ଟୁର୍ଣ୍ଣାମେଣ୍ଟ । ନୂଆ ସିଡୁ୍ୟଲରେ ଖେଳାଯାଉଛି ଅବଶିଷ୍ଟ ମ୍ୟାଚ୍ । ୬ଟି ଭେନୁ୍ୟରେ ଖେଳାଯିବ ୧୭ଟି ମ୍ୟାଚ୍ । ଜୁନ୍ ୩ ତାରିଖରେ ଖେଳାଯିବ ଫାଇନାଲ ମ୍ୟାଚ୍ ।

ଆଜି ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ମ୍ୟାଚ୍ ଖେଳାଯିବ । ଏହି ମୁକାବିଲା କେକେଆର ପାଇଁ କର ବା ମର ସ୍ଥିତି ରହିବ । ମ୍ୟାଚ୍ ହାରିଲେ ପ୍ଲେ-ଅଫ୍ ଟିକେଟ୍ କଟିବା ଏକ ପ୍ରକାର ନିଶ୍ଚିତ ହେବ । ଚଳିତ ସିଜନରେ ଜବରଦସ୍ତ ଫର୍ମରେ ଅଛି ଆରସିବି । ଦଳ ୮ଟି ମ୍ୟାଚ୍ ଜିତି ୧୬ ପଏଣ୍ଟ ସହ ଦ୍ୱିତୀୟରେ ରହିଛି । ଆଉ ଗୋଟିଏ ମ୍ୟାଚ୍ ଜିତିଲେ ଫ୍ଲେ-ଅଫ୍ ଟିକେଟ୍ କାଟିବ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି