Masthead

ଜନ ବିରୋଧୀ ନୀତି ବିରୁଦ୍ଧରେ ଏକାଠି ହେଲେ ଅଣ ବିଜେପି ଓ ଅଣ ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅଣ ବିଜେପି ଓ ଅଣ ବିଜେଡି ରାଜନୈତିକ ଦଳ ପକ୍ଷରୁ ମିଳିତ ସମ୍ମିଳନୀ ଅନୁଷ୍ଠିତ । ଓଡ଼ିଶା କଂଗ୍ରେସର ଆହ୍ୱାନରେ ରାଜନୈତିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । କେନ୍ଦ୍ର ବିଜେପି ସରକାର ଓ ରାଜ୍ୟ ବିଜେଡି ସରକାରର ଜନ ବିରୋଧୀ ନୀତି ବିରୁଦ୍ଧରେ ଏହି ସମ୍ମିଳନୀ କରାଯାଇଛି । ୧୭ଟି ଅଣ ବିଜେପି ଓ ଅଣ ବିଜେଡି ରାଜନୈତିକ ଦଳ ଏଥିରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା