ମାଓ ଦମନ ପାଇଁ ନୂଆ ରଣନୀତି

ଭୁବନେଶ୍ୱର (ବଡ଼ ଖବର); ମାଓବାଦୀ ଦମନ ପାଇଁ ଆନ୍ଧ୍ର- ଓଡ଼ିଶା ପୁଲିସ ସମନ୍ୱୟ ବୈଠକରେ ନୂଆ ଋଣନୀତି ପ୍ରସ୍ତୁତ ହୋଇଥିବା ଜଣାଯାଇଛି । ବୈଠକରେ ଓଡ଼ିଶାର ସନ୍ତ୍ରାସବାଦର ସ୍ଥିତି, ମାଓବାଦୀଙ୍କ ମୁକାବିଲା ସହ ଦୁଇ ରାଜ୍ୟର ପୋଲିସ ସମନ୍ୱୟ ସମ୍ପର୍କରେ ଆଲୋଚନା ହୋଇଥିଲା । ଉଭୟ ରାଜ୍ୟର ସୁରକ୍ଷାକର୍ମୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷାକର୍ମୀ ରହିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା ।
ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହ ମନ୍ତ୍ରାଳୟର ବରିଷ୍ଠ ସୁରକ୍ଷା ପରାମର୍ଶଦାତା କେ.ବିଜୟ କୁମାର ସିଆରପିଏଫ ଡିଜି ଏସ.ପି ମାହେଶ୍ୱରୀ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ, ବିଏସଏଫର ସ୍ୱତନ୍ତ୍ର ଡ଼ିଜି କୁଲଦୀପ ସିଂ, ଅତିରିକ୍ତ ଡିଜି ଏସ.ଏଲ ଥାଓସନ, ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମା ଆର.ଜି ଅମିତାଭ ଠାକୁରଙ୍କ ସହ ଓଡ଼ିଶା ପୋଲିସ, ବିଏସଏଫ ଓ ସିଆରଏଫର ବରିଷ୍ଠ ଅଧିକାରୀମାନେ ଉକ୍ତ ବୈଠକରେ ଯୋଗ ଦେଇଥିଲେ । ମାଓ ଦମନ କ୍ଷେତ୍ରରେ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବରିଷ୍ଠ ସୁରକ୍ଷା ପରାମର୍ଶଦାତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’