Masthead

ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ତାଗିଦ। ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା । ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ। ସବୁ ଅଫିସରେ AI କ୍ୟାମେରା ଲଗାଇବା, ନିର୍ଦ୍ଧାରିତ ସମୟରେ ଅଫିସ ଆସିବା, ଭଲ ପଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବା ଆଦି ୧୦ଟି ଦିଗ ଉପରେ ଫୋକସ କରିବାକୁ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।

  • CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ର ତୁରନ୍ତ ଉତ୍ତର ସହ ପଦକ୍ଷେପ ନିର୍ଦ୍ଦେଶ
  • ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍‌ ଆସିବା ଉପରେ ଗୁରୁତ୍ବ
  • ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ
  • ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ନହେଲେ VRS
  • ଜିଲ୍ଲାସ୍ତରୀୟ ସବୁ ସରକାରୀ ଅଫିସରେ ଲାଗିବ AI କ୍ୟାମେରା
  • ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ
  • ଅକ୍ଟୋବର ମାସରୁ ଆରମ୍ଭ ହେବ CM ଡାସ୍‌ ବୋର୍ଡ
  • କେନ୍ଦ୍ରୀୟ ସ୍କିମ ପ୍ରତିମାସ ୭ ତାରିଖରେ ଜିଲ୍ଲାପାଳ ସମୀକ୍ଷା କରିବେ
  • ୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ୱ ବିଭଗ ସମୀକ୍ଷା କରିବେ
  • ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ବ ଦେବେ
  • ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ
  • ଏନ୍‌ଫୋର୍ସମେଣ୍ଟ ଉପରେ ସରକାରଙ୍କ ଗୁରୁତ୍ବ
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି