Masthead

ପରୀକ୍ଷା ଅବ୍ୟବସ୍ଥା ଧରିଲା ଏଆଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଥମ ଦିନର ମାଟ୍ରିକ ପରୀକ୍ଷାରେ ଧରାପଡ଼ିଲା ଅବ୍ୟବସ୍ଥା । ଏଆଇ ଦ୍ୱାରା ପରୀକ୍ଷାରେ ଅବ୍ୟବସ୍ଥା ନେଇ ଧରାପଡ଼ିଲା । ପ୍ରବେଶ ପଥରେ ସଠିକ ଯାଞ୍ଚ ହୋଇନଥିବା ଏଆଇରୁ ଜାଣିଲା ବୋର୍ଡ । କଡ଼ାକଡି ଯାଞ୍ଚ କରିବାକୁ ଡିଇଓଙ୍କୁ ବୋର୍ଡ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ । କିଛି କେନ୍ଦ୍ରରେ ଡେସ୍କ ବେଞ୍ଚ୍‌ ଅବ୍ୟବସ୍ଥିତ ଥିବା ମଧ୍ୟ ଧରିଲା ଏଆଇ ।

ସେପଟେ ସରିଲା ପ୍ରଥମ ଦିନ ମାଟ୍ରିକ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ବେଳେ ଶେଷ ହୋଇଛି । ନିୟମ ଅନୁସାରେ ପରୀକ୍ଷା ଆରମ୍ଭ ହେବାର ଦେଢ଼ ଘଂଟା ପୂର୍ବରୁ ହଲକୁ ପ୍ରବେଶ କରିବା ଆରମ୍ଭ କରିଥିଲେ ପରିକ୍ଷାର୍ଥୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ