Masthead

 ଲୋକସଭା ନିର୍ବାଚନ ପାଇଁ ଏଆଇଏଡିଏମକେର ପ୍ରଥମ ପ୍ରାର୍ଥୀ ତାଲିକା ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଗତଥର ପରି ଏଥର ମଧ୍ୟ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ, ଏଆଇଏଡିଏମକେ ଲୋକସଭା ନିର୍ବାଚନ ୨୦୨୪ ପାଇଁ ୧୬ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏହି ଦଳ ଚେନ୍ନାଇ ଦକ୍ଷିଣ ଆସନରୁ ଜୟବର୍ଦ୍ଧନ, ଉତ୍ତର ଚେନ୍ନାଇର ରୋୟାପୁରମ ମନୋହରନ, କୃଷ୍ଣଗିରିରୁ ଜୟପ୍ରକାଶ, ଏରୋଡରୁ ଅଟଳ ଅଶୋକ କୁମାର, ଚିଦାମ୍ବରମରୁ ଚନ୍ଦ୍ରହସାନ, ମଦୁରାଇରୁ ସୌରଭନ, ନମକଲରୁ ତାମିଲ ମାନି, ଶାନକୀରୁ ଭି.ଡି ନାରାୟଣସାମୀ ଟିକେଟ ଦେଇଛି। ଏହାବ୍ୟତୀତ ଏଆଇଏଡିଏମକେ ସାଲେମ ଲୋକସଭା ଆସନରୁ ଭିଗ୍ନେଶ, ଭିଲୁପୁରାମରୁ ବକ୍କିରାଜ ଏବଂ ଆରାକୋନାମର ଏଲ ବିଜୟଙ୍କୁ ଟିକେଟ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ