Masthead

ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା । ଏମ୍ସର ଏମ୍ଡି ବିଭାଗରେ ପାଠ ପଢୁଥିବା ଡାକ୍ତରୀ ଛାତ୍ରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଡାକ୍ତରୀ ଛାତ୍ରୀଙ୍କର ନାମ ଦିବ୍ୟା ଓ ତାଙ୍କ ଘର କର୍ଣ୍ଣାଟକରେ ବୋଲି ଜଣାପଡିଛି । ପୁରୁଷ ବନ୍ଧୁଙ୍କ ସହ ପୂର୍ବରୁ ଭଡା ଘରେ ରହୁଥିଲେ ମୃତ ଡାକ୍ତରୀ ଛାତ୍ରୀ । ଗତ କାଲି ଅପରାହ୍ନରେ ସେ ଆତ୍ମହତ୍ୟା କରିଥିବା ଜଣା ପଡିଛି । ତେବେ କେଉଁ କାରାଣ ରୁ ଆତ୍ମହତ୍ୟା କଲେ ତେବେ ତାହା ଜଣା ପଡି ନାହିଁ । ଖଣ୍ଡଗିରି ଥାନା ପୁଲିସ୍ ମୃତ ଦେହ ଜବତ କରିଛି । ଆଜି ଶବ ବ୍ୟବଚ୍ଛେଦ ହେବ । ଆଜି କର୍ଣ୍ଣଟକରୁ ପରେିବାର ଲୋକେ ଭୁବନେଶ୍ୱର ଆସୁଛନ୍ତି । ପରିବାର ଲୋକଙ୍କୁ ଆଜି ପୁଲିସ୍ ମୃତ ଦେହ ହସ୍ତାନ୍ତର କରିବ । ପ୍ରାଥମିକ ସୂଚନା ଅନୁସାରେ ଦିବ୍ୟାଙ୍କ ରୁମ୍ ଏକ ସୁଇସାଇଡ୍ ନୋଟ୍ ମିଳିଛି । ସେଥିରେ କଣ କଣ ରହିଛି ତାହା ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା!