Before Header

ଏମ୍ସରେ ଡିଏନଏ ଟେଷ୍ଟ ପ୍ରକିୟା ଆରମ୍ଭ

0 57

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଆରମ୍ଭ ହୋଇଛି ଭୁବନେଶ୍ୱର ଏମ୍ସରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ୧୦ରୁ ଅଧିକ ପରିବାର ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି । ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନର କରିଯିବ । ପୂର୍ବରୁ ସମସ୍ତ ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି । ମୃତଦେହଗୁଡିକ କଂଟେନରରେ ସଂରକ୍ଷିତ ହୋଇ ରହିଛି । ବର୍ତମାନ ସୁଦ୍ଧା ୬୪ଟି ମୃତଦେହ ସେମାନଙ୍କ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ୫୯ଟି ମୃତଦେହ ହସ୍ତାନ୍ତର ପାଇଁ ରହିଛି ।

Leave A Reply

Your email address will not be published.