Masthead

ସ୍ୱପ୍ନରେ ରହିଛି ଏମ୍ସ ସୁପର ସ୍ପେସିଅଲିଟି ହସ୍ପିଟାଲ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ନିର୍ମାଣ ହେବାକୁ ଥିବା ଏମ୍ସ ସୁପର ସ୍ପେସିଅଲିଟି ହସ୍ପିଟାଲ କାର୍ଯ୍ୟ ଏକ ରକମର ବନ୍ଦ ରହିଛି । ୨୦୧୩-୧୪ ମସିହାରୁ କେନ୍ଦ୍ର ସରକାର ଅନୁମତି ପ୍ରଦାନ ପରେ ରାଜ୍ୟ ସରକାର ଜମି ଯୋଗାଇ ଦେଇଥିଲେ । ହେଲେ ଇତି ମଧ୍ୟରେ ୭ ବର୍ଷ ବିତିଯାଇଥିଲେ ବି ଇଟା ଖଣ୍ଡେ ପଡ଼ି ପାରିନାହିଁ । ରାଜନୈତିକ ଇଚ୍ଛାଶକ୍ତିର ଅଭାବ ବା ଅନ୍ୟ କୌଣସି କାରଣରୁ ଏହା ହୋଇପାରୁନାହିଁ । ଏହାର ପ୍ରତିବାଦରେ ଆଜି ବାଲେଶ୍ୱର ଲୋକ ମଞ୍ଚ ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଲୋକ ମଞ୍ଚର ମୁଖ୍ୟ ବିକ୍ରମ ପଣ୍ଡାଙ୍କ ସମେତ ଜୟରାମ ଦାସ, ପ୍ରବୀର ଦାସ, ସମ୍ବିତ ବିଶ୍ୱାଳ, ହେମନ୍ତ ମହନ୍ତି ପ୍ରମୁଖ ତୁରନ୍ତ କାର୍ଯ୍ୟାରମ୍ଭ ପାଇଁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ