Masthead

ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଭୋପାଳ(ବଡ଼ ଖବର ବ୍ୟୁରୋ): ଭାରତୀୟ ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହା ମଧ୍ୟପ୍ରଦେଶର ଭିଣ୍ଡ ଅଞ୍ଚଳରେ ହୋଇଥିବାର ସୂଚନା ମିଳିଛି । ଦୁର୍ଘଟଣାରେ ପାଇଲଟ ସାମାନ୍ୟ ଆହତ ହୋଇଛନ୍ତି । ଏବଂ ସୁରକ୍ଷିତ ଭାବରେ ପାରାଶୁଟ ସାହାଯ୍ୟରେ ଅବତରଣ କରିବାରେ ସଫଳ ହୋଇଛନ୍ତି । ତେବେ ବିମାନଟି ଟ୍ରେନିଂ ପାଇଲଟ ଲେଫ୍ଟନାଣ୍ଟ ଅଭିଳାଶ ଉଡାଉଥିଲେ ।

ମିରାଜ ୨୦୦୦ ବିମାନ ଆଜି ସକାଳେ ସେଣ୍ଟ୍ରାଲ ସେକ୍ଟରରେ ଟ୍ରେନିଂ ଉଡ଼ାଣ ସମୟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ସେପଟେ ଦୁର୍ଘଟଣାର କାରଣ ଜାଣିବା ପାଇଁ ପୁଲିସର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା