Masthead

ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା, କ୍ରୁ ମେମ୍ବରଙ୍କୁ ବିଦା କଲା ଏୟାରଇଣ୍ଡିଆ ଏକ୍ସପ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା । ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ ଏକ୍ସପ୍ରେସ। ଏହି ଏୟାରଲାଇନ୍ସ ୨୫ କ୍ୟାବିନ କ୍ରୁ ମେମ୍ବରଙ୍କୁ ବିଦା କରିଛି। ଯେଉଁମାନେ ଅସୁସ୍ଥତା ଥିବା ଛୁଟିରେ ଦର୍ଶାଇ ଛୁଟି ନେଇଛନ୍ତି ସେମାନଙ୍କୁ କମ୍ପାନୀ ବହିଷ୍କାର କରିଛି। ।

ହଠାତ୍ ଏୟାର ଇଣ୍ଡିଆର ୧୦୦ରୁ ଅଧିକ କ୍ର୍ୟୁ ମେମ୍ବର ଛୁଟିରେ ଯିବା ଫଳରେ ଅନେକ ସମସ୍ୟା ଉପୁଜିଥିଲା । ୯୦ଟି ବିମାନକୁ ବାତିଲ କରିବାକୁ ପଡିଥିଲା । ଫଳରେ ଯାତ୍ରୀ ନାହିଁ ନଥିବା ସମସ୍ୟା ଭୋଗିଥିଲେ । ଏୟାରଇଣ୍ଡିଆର ସିନିୟର କ୍ର୍ୟୁ ମେମ୍ବର ନିଜର ଦାବିକୁ ନେଇ ଏକପ୍ରକାର ହରତାଳ ଆରମ୍ଭ କରିଥିଲେ । ଏନେଇ ଅସୁସ୍ଥତା ଦେଖାଇ ସମୂହ ଛୁଟିରେ ଯାଇଥିଲେ କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ