Masthead

ଓଡ଼ିଶାର ୭ ସହରରେ ବାୟୁ ପ୍ରଦୂଷଣ ସାଂଘାତିକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିପଜ୍ଜନକ ସ୍ଥିତିରେ ରାଜ୍ୟର ୭ ସହର । ଓଡ଼ିଶାର ୭ ସହରରେ ବର୍ତମାନ ବାୟୁ ପ୍ରଦୂଷଣ ସାଂଘାତିକ । ଭୁବନେଶ୍ୱର, କଟକ, ଅନୁଗୁଳ, ରାଉରକେଲା, ତାଲଚେର, ବାଲେଶ୍ୱର ଓ କଳିଙ୍ଗନଗରରେ ବାୟୁ ପ୍ରଦୂଷଣ ସାଂଘାତିକ । ଏହାକୁ ଦୃଷ୍ଟିରେ ରଖି ଏହି ସହର ଗୁଡ଼ିକୁ ନନ୍ ଆଟେନ୍‌ମେଣ୍ଟ ସିଟି ଭାବେ ଚିହ୍ନଟ କରାଯାଇଛି । ରାଜ୍ୟର ୭ ସହରରେ ପ୍ରଦୂଷଣ ମାତ୍ରା ବିପଜ୍ଜନକ ସ୍ଥିତିରୋ

ଏନେଇ ବିଧାନସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ସୂଚନା ଦେଇଛନ୍ତି । ନନ୍‌ ଆଟେନ୍‌ମେଣ୍ଟ ସିଟି ଅର୍ଥାତ୍‌ ଯେଉଁ ସହରରେ ପ୍ରଦୂଷଣର ମାତ୍ରା ବିପଦଜନକ ସ୍ଥିତିରେ ଥାଏ ତାକୁ ଏହି ଶ୍ରେଣୀରେ ଅନ୍ତର୍ଭୁକ୍ତ କରାଯାଇଥାଏା ଟ୍ୱିନ୍ ସିଟି ସମେତ ଅନ୍ୟ ୫ ସହରରେ ପ୍ରଦୂଷଣ ମାତ୍ରା ଅଧିକ ରହିଛି। କେନ୍ଦ୍ର ସରକାର ଏସବୁ ସହରର ସ୍ଥିତି ସୁଧାରିବାକୁ ୫୪ କୋଟିରୁ ଅଧିକ ଟଙ୍କା ଦେଇଥିବା ଗୃହରେ ସୂଚନା ଦେଇଛନ୍ତି ମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ