Masthead

ଉଦ୍ଧାର ପାଇଁ ପହଞ୍ଚିଲା ଏୟାରକ୍ରାଫ୍ଟ

ଛତ୍ରପୁର (ବଡ଼ ଖବର ବ୍ୟୁରୋ):  ଉଦ୍ଧାର ପାଇଁ ପହଞ୍ଚିଲା ଏୟାରକ୍ରାଫ୍ଟ । ଛତ୍ରପୁର ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ଛାତ୍ରୀଙ୍କୁ ଉଦ୍ଧାର ଉଦ୍ୟମ । ଉଦ୍ଧାର ପାଇଁ ଆର୍ଯ୍ୟପଲ୍ଲୀରେ ପହଞ୍ଚିଲା ଏୟାରକ୍ରାଫ୍ଟ । ଭୁବନେଶ୍ୱରରୁ ବାହାରି ଆର୍ଯ୍ୟପଲ୍ଲୀରେ ପହଞ୍ଚିଲା ଏୟାରକ୍ରାଫ୍ଟ । ଛତ୍ରପୁର ଥାନା ଆର୍ଯ୍ୟପଲି ଗାଁ ନିକଟ ସମୁଦ୍ରରେ ୫ ଜଣ ସାଙ୍ଗହୋଇ ଗାଧୋଇବା ବେଳେ ଭାସିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ