Masthead

ଉତ୍ତରପ୍ରଦେଶରେ କଂଗ୍ରେସକୁ ଆଉ ଏକ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶରେ କଂଗ୍ରେସକୁ ଆଉ ଏକ ଝଟକା । ଦଳାରୁ ହାତ ଛାଡ଼ିଲେ ତିନି ତିନି ଥର ବିଧାୟକ ହୋଇଥିବା ୟୁପି କାନପୁର ବିଧାୟକ ଅଜୟ କପୁର । ସେ ହାତ ଛାଡ଼ି ବିଜେପିରେ ଯୋଗ ଦେବେ । ଅଜୟ କପୁର କଂଗ୍ରେସର ଜାତୀୟ ସଚିବ ଥିଲେ। କଂଗ୍ରେସ ତାଙ୍କୁ ବିହାରର ସହ-ପ୍ରଭାରୀ ଅଜୟ କପୁରଙ୍କ ଦାୟିତ୍ୱ ମଧ୍ୟ ଦେଇଥିଲା।

କାନପୁରରୁ ବିଧାୟକ ରହିସାରିଥିବା ଅଜୟଙ୍କୁ କଂଗ୍ରେସ ଲୋକ ସଭା ନିର୍ବାଚନରେ କାନପୁର ଆସନରୁ ତାଙ୍କୁ ମଇଦାନକୁ ଓହ୍ଲାଇବାକୁ ଚାହୁଁଥିଲା। ଅଜୟ ୩ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ସେ ୨୦୦୨ରୁ ୨୦୧୭ ପର୍ଯ୍ୟନ୍ତ ବିଧାୟକ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ