Masthead

ଉତ୍ତରପ୍ରଦେଶରେ କଂଗ୍ରେସକୁ ଆଉ ଏକ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶରେ କଂଗ୍ରେସକୁ ଆଉ ଏକ ଝଟକା । ଦଳାରୁ ହାତ ଛାଡ଼ିଲେ ତିନି ତିନି ଥର ବିଧାୟକ ହୋଇଥିବା ୟୁପି କାନପୁର ବିଧାୟକ ଅଜୟ କପୁର । ସେ ହାତ ଛାଡ଼ି ବିଜେପିରେ ଯୋଗ ଦେବେ । ଅଜୟ କପୁର କଂଗ୍ରେସର ଜାତୀୟ ସଚିବ ଥିଲେ। କଂଗ୍ରେସ ତାଙ୍କୁ ବିହାରର ସହ-ପ୍ରଭାରୀ ଅଜୟ କପୁରଙ୍କ ଦାୟିତ୍ୱ ମଧ୍ୟ ଦେଇଥିଲା।

କାନପୁରରୁ ବିଧାୟକ ରହିସାରିଥିବା ଅଜୟଙ୍କୁ କଂଗ୍ରେସ ଲୋକ ସଭା ନିର୍ବାଚନରେ କାନପୁର ଆସନରୁ ତାଙ୍କୁ ମଇଦାନକୁ ଓହ୍ଲାଇବାକୁ ଚାହୁଁଥିଲା। ଅଜୟ ୩ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ସେ ୨୦୦୨ରୁ ୨୦୧୭ ପର୍ଯ୍ୟନ୍ତ ବିଧାୟକ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା