Masthead

ନବୀନ-ମୋଦି ଏକ: ଅଜୟ କୁମାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରେସମିଟ୍‌ରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପିସିସି ପ୍ରଭାରୀ । ରାଜ୍ୟରେ ବ୍ୟୁରୋକ୍ରାଟ୍ ସରକାର ଚାଲିଛି କହିଲେ ପ୍ରଭାରୀ ଅଜୟ କୁମାର । ନେତାଙ୍କ ଅଧୀନରେ ଆଇଏଏସ୍‌, ଆଇପିଏସ୍‌ କାମ କରିବା ଉଚିତ୍ । କିନ୍ତୁ ଏଠାରେ ଆଇଏଏସ୍‌ ଓ ଆଇପିଏସ୍‌ ସରକାର ଚଳାଉଛନ୍ତି । ଏଠାରେ ମନ୍ତ୍ରୀ, ବିଧାୟକଙ୍କ କୌଣସି ସମ୍ମାନ ନାହିଁ । ସବୁଆଡ଼େ ଇଡି, ସିବିଆଇ ରେଡ୍‌ କରୁଛି; ଓଡ଼ିଶାରେ କାହିଁକି ନୁହେଁ ପ୍ରଶ୍ନ କରିଛନ୍ତି ।

ବିଜେପି-ବିଜେଡି ଦୁଇ ଭାଇ । ନବୀନ-ମୋଦି ଏକ କହିଲେ ଅଜୟ କୁମାର । ସେ ଆହୁରି ମଧ୍ୟ କହିଛନ୍ତି ଅମଲା ଶାସନ ଲୋକଙ୍କ ପାଖରେ ପହଂଚିପାରୁନି । ରାଜ୍ୟର ଏକମାତ୍ର ରାଜନୈତିକ ଦଳ ଭାବେ କଂଗ୍ରେସ ଲୋକଙ୍କ ସହ ରହିଛି ବୋଲି ସେ ଦାବି କରିଛନ୍ତି । ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ଅଜୟ କୁମାର ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା