Masthead

ନବୀନ-ମୋଦି ଏକ: ଅଜୟ କୁମାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରେସମିଟ୍‌ରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପିସିସି ପ୍ରଭାରୀ । ରାଜ୍ୟରେ ବ୍ୟୁରୋକ୍ରାଟ୍ ସରକାର ଚାଲିଛି କହିଲେ ପ୍ରଭାରୀ ଅଜୟ କୁମାର । ନେତାଙ୍କ ଅଧୀନରେ ଆଇଏଏସ୍‌, ଆଇପିଏସ୍‌ କାମ କରିବା ଉଚିତ୍ । କିନ୍ତୁ ଏଠାରେ ଆଇଏଏସ୍‌ ଓ ଆଇପିଏସ୍‌ ସରକାର ଚଳାଉଛନ୍ତି । ଏଠାରେ ମନ୍ତ୍ରୀ, ବିଧାୟକଙ୍କ କୌଣସି ସମ୍ମାନ ନାହିଁ । ସବୁଆଡ଼େ ଇଡି, ସିବିଆଇ ରେଡ୍‌ କରୁଛି; ଓଡ଼ିଶାରେ କାହିଁକି ନୁହେଁ ପ୍ରଶ୍ନ କରିଛନ୍ତି ।

ବିଜେପି-ବିଜେଡି ଦୁଇ ଭାଇ । ନବୀନ-ମୋଦି ଏକ କହିଲେ ଅଜୟ କୁମାର । ସେ ଆହୁରି ମଧ୍ୟ କହିଛନ୍ତି ଅମଲା ଶାସନ ଲୋକଙ୍କ ପାଖରେ ପହଂଚିପାରୁନି । ରାଜ୍ୟର ଏକମାତ୍ର ରାଜନୈତିକ ଦଳ ଭାବେ କଂଗ୍ରେସ ଲୋକଙ୍କ ସହ ରହିଛି ବୋଲି ସେ ଦାବି କରିଛନ୍ତି । ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ଅଜୟ କୁମାର ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା