Masthead

ହସ୍ପିଟାଲରେ ଭର୍ତ୍ତି ହେଲେ ଅଜିତ୍ ମଙ୍ଗରାଜ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନକୁ ନେଇ ସରଗରମ ହେଉଛି ରାଜନୀତି । ପ୍ରତ୍ୟକ ଦଳର ପ୍ରାର୍ଥୀମାନେ ଭୋଟର ମାନଙ୍କୁ ଆକୃଷ୍ଟ କରିବା ପାଇଁ ଆପଣାଉଛନ୍ତି ବିଭିନ୍ନ ପଦକ୍ଷେପ । ଅନ୍ୟପଟେ ଆଜି ପିପିଲିରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ପ୍ରଚାରବେଳେ ହଠାତ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡେଲାଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବୋରବାଇ ଗାନ୍ଧିପିଠରୁ ବୁଧବାର ପ୍ରଚାର ଆରମ୍ଭ କରିଥିଲେ ଅଜିତ । ସେଠାରେ ସେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡେଲାଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅଜିତଙ୍କର ଚିକିତ୍ସା ଚାଲିଛି । ସେପଟେ ଅଜିତଙ୍କୁ ହସ୍ପିଟାଲରେ ଭେଟିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା