Masthead

ଅଜିତ ପାୱାର ହୋଇପାରନ୍ତି ମହାରାଷ୍ଟ୍ର ସିଏମ!

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ସିନ୍ଦେଙ୍କ ପରିବର୍ତ୍ତେ ଅଜିତ ପାୱାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଶିବସେନା ସାଂସଦ ସଞ୍ଜୟ ରାଉତ କହିଛନ୍ତି । ସେ କହିଛନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ବଦଳିଯିବେ। ଏକନାଥ ସିନ୍ଦେଙ୍କୁ ହଟାଇ ଦିଆଯିବ। ଏକନାଥ ସିନ୍ଦେ ଓ ୧୬ ବିଧାୟକ ଅଯୋଗ୍ୟ ଘୋଷିତ ହେବେ। ‘ଶିବସେନା’, ‘ଏନ୍‌ସିପି’ ଓ ‘କଂ‌ଗ୍ରେସ’କୁ ‘ବିଜେପି’ ଭାଙ୍ଗୁଛି କିନ୍ତୁ, ଏଥିରୁ ସେମାନେ ଆଦୌ ଲାଭ ପାଇବେ ନାହିଁ। ମହାରାଷ୍ଟ୍ରରେ ଆମେ ଏକତ୍ର ହୋଇ ୨୦୨୪ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବୁ। ‘ଏନସିପି’ ନେତାମାନେ ଦୁର୍ନୀତିରେ ଲିପ୍ତ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଥିବା ବେଳେ ଆଜି ସେହି ନେତାମାନେ ରାଜଭବନରେ ଶପଥ ଗ୍ରହଣ କରିବା ବଡ଼ କ୍ଷୋଭର କଥା ବୋଲି ରାଉତ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ