Masthead

ଅଜିତ ପାୱାର ଏନସିପିର ନେତା, ଆମ ଦଳରେ କୌଣସି ଫାଟ ନାହିଁ : ସୁପ୍ରିୟା ସୁଲେ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଏନସିପି ନେତ୍ରୀ ଝିଅ ସୁପ୍ରିୟା ସୁଲେଙ୍କ ବୟାନ । କହିଛନ୍ତି ଏନସିପିରେ କୌଣସି ଫାଟ ନାହିଁ । କେବଳ ଏତିକି ନୁହେଁ ଅଜିତ ପାୱାର ହେଉଛନ୍ତି ଦଳର ବରିଷ୍ଠ ନେତା । ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇଛି । ପୁଣେର ଏକ କାର୍ଯ୍ୟକ୍ରମରେ ସାମିଲ ହୋଇ ସୁପ୍ରିୟା କହିଛନ୍ତି, ଏନସିପିରେ କୌଣସି ଫାଟ ନାହିଁ, ବାସ କିଛି ନେତା ଭିନ୍ନ ଷ୍ଟାଣ୍ଡ ନେଇଛନ୍ତି ।

ଏନେଇ ବାଚସ୍ପତିଙ୍କ ପାଖରେ ଅଭିଯୋଗ କରିଛୁ । ଶରଦ ପାୱାର ଏବେ ବି ଆମ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ଜୟନ୍ତ ପାଟିଲ ରାଜ୍ୟ ସଭାପତି ଅଛନ୍ତି । ଗତ ୨ ଜୁଲାଇରେ ଅଜିତ ପାୱାରଙ୍କ ଗୋଷ୍ଠୀ ସିନ୍ଦେ ସରକାରକୁ ସମର୍ଥନ ଦେଇଥିଲେ । ଯାହାକୁ ମହାରାଷ୍ଟ୍ରରେ ରାଜନୈତିକ ଭୂକମ୍ପ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ