ଆଗୁଆ ସୁପ୍ରିମକୋର୍ଟ ଗଲେ ଅଜିତ, ଦାଖଲ କଲେ ପିଟିଶନ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଅଜିତଙ୍କ ଚାଲାକି । ଆଗୁଆ ସୁପ୍ରିମକୋର୍ଟରେ ପହଞ୍ଚିଲେ । ଦାଖଲ କଲେ ପିଟିଶନ । ନିର୍ବାଚନ ଆୟୋଗ ଅଜିତ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟିକୁ ପ୍ରକୃତ ଏନସିପି ଘୋଷଣା କରିବା ପରେ ମହାରାଷ୍ଟ୍ରରେ ଶରଦ ପାୱାରଙ୍କ ଦଳ ଏହି ନିଷ୍ପତ୍ତି ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ଶୀଘ୍ର ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇପାରନ୍ତି। ତେବେ ଏହାପୂର୍ବରୁ ଅଜିତ ପାୱାର ଗୋଷ୍ଠୀ ବୁଧବାର କୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି।

ସେମାନଙ୍କ ତରଫରୁ ବିରୋଧୀଦଳଙ୍କ ଦ୍ୱାରା ଦାଖଲ ହୋଇଥିବା କୌଣସି ଆବେଦନ ଉପରେ ମଧ୍ୟ ଶୁଣାଣି କରାଯିବାକୁ ଦାବି କରାଯାଇଛି। ସୂଚନାଯୋଗ୍ୟ ଛଅ ମାସରୁ ଅଧିକ ସମୟ ଧରି ଚାଲିଥିବା ୧୦ରୁ ଅଧିକ ଶୁଣାଣି ପରେ ନିର୍ବାଚନ ଆୟୋଗ ଏନସିପିରେ ଏହି ବିବାଦର ସମାଧାନ କରିଥିଲେ ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଦଳ ସପକ୍ଷରେ ଏହାର ରାୟ ଦେଇଛନ୍ତି। ବର୍ତ୍ତମାନ ଏନସିପିର ନାମ ଏବଂ ନିର୍ବାଚନ ଚିହ୍ନ ଅଜିତ ପାୱାରଙ୍କ ପାଖରେ ରହିବ। ଏହି ନିଷ୍ପତ୍ତି ଉପରେ ଶରଦ ପାୱାରଙ୍କ ଦଳ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’