Masthead

ଆକାଶ ପାଠକଙ୍କୁ କ୍ରାଇମବାଞ୍ଚ ଜେରା

କଟକ(ବଡ଼ ଖବର ବ୍ୟୁରୋ): ଆକାଶ ପାଠକଙ୍କ ଅର୍ଥ କାରବାର ମାମଲାକୁ ନେଇ କ୍ରାଇମବାଞ୍ଚର ପ୍ରେସମିଟ ।କ୍ରାଇମବାଞ୍ଚ ଏଡିଜି ସୋମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା , ଟାଟା ମୋଟର୍ସରେ ଚାକିରି କରାଇ ଦେବାକୁ କହି ଠକିଥିଲେ ଆକାଶ। ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି କହି ବିଭିନ୍ନ ଚାକିରି ଆଶାୟୀ ପ୍ରାର୍ଥୀଙ୍କଠାରୁ ବିପୁଳ ପରିମାଣର ଟଙ୍କା ନେଇଛନ୍ତି।

ଯେହେତୁ ଆକାଶ ପାଠକ, ପ୍ରଦୀପ ପାଣିଗ୍ରାହୀଙ୍କ ଭାବି ଜ୍ୱାଇଁ ଥିଲେ ସେହି ପ୍ରଭାବରେ ଆଶାୟୀମାନେ ଟଙ୍କା ଦେଉଥିଲେ । ପ୍ରଦୀପ ପାଣିଗ୍ରାହୀ ଓ ସହଯୋଗୀଙ୍କ ବିରୋଧରେ ଏଥିଲାଗି ୬ ଜଣ ଅଭିଯୋଗ କରିଥିଲେ। ସେହି ୬ ଜଣଙ୍କ ମଧ୍ୟରୁ ୨ ଜଣ ପ୍ରଦୀପ ପାଣିଗ୍ରାହୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଦେଇଥିଲେ। ଏଥିପାଇଁ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ । ଜାଲିଆତି, ଠକେଇ, ଷଡଯନ୍ତ୍ର ମାମଲାରେ କରିବ ଜେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି