ଆକାଶ ପାଠକଙ୍କୁ କ୍ରାଇମବାଞ୍ଚ ଜେରା

କଟକ(ବଡ଼ ଖବର ବ୍ୟୁରୋ): ଆକାଶ ପାଠକଙ୍କ ଅର୍ଥ କାରବାର ମାମଲାକୁ ନେଇ କ୍ରାଇମବାଞ୍ଚର ପ୍ରେସମିଟ ।କ୍ରାଇମବାଞ୍ଚ ଏଡିଜି ସୋମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା , ଟାଟା ମୋଟର୍ସରେ ଚାକିରି କରାଇ ଦେବାକୁ କହି ଠକିଥିଲେ ଆକାଶ। ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି କହି ବିଭିନ୍ନ ଚାକିରି ଆଶାୟୀ ପ୍ରାର୍ଥୀଙ୍କଠାରୁ ବିପୁଳ ପରିମାଣର ଟଙ୍କା ନେଇଛନ୍ତି।

ଯେହେତୁ ଆକାଶ ପାଠକ, ପ୍ରଦୀପ ପାଣିଗ୍ରାହୀଙ୍କ ଭାବି ଜ୍ୱାଇଁ ଥିଲେ ସେହି ପ୍ରଭାବରେ ଆଶାୟୀମାନେ ଟଙ୍କା ଦେଉଥିଲେ । ପ୍ରଦୀପ ପାଣିଗ୍ରାହୀ ଓ ସହଯୋଗୀଙ୍କ ବିରୋଧରେ ଏଥିଲାଗି ୬ ଜଣ ଅଭିଯୋଗ କରିଥିଲେ। ସେହି ୬ ଜଣଙ୍କ ମଧ୍ୟରୁ ୨ ଜଣ ପ୍ରଦୀପ ପାଣିଗ୍ରାହୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଦେଇଥିଲେ। ଏଥିପାଇଁ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ । ଜାଲିଆତି, ଠକେଇ, ଷଡଯନ୍ତ୍ର ମାମଲାରେ କରିବ ଜେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ