Masthead

ଆଖଡ଼ା ପରିଷଦ ମୁଖ୍ୟଙ୍କ ମୃତ୍ୟୁ ମାମଲା: ୩ ଗିରଫ

(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆଖଡାପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତିନି ଜଣଙ୍କୁ ଗିରଫ କରାଯାଇଛି । ଶିଷ୍ୟ ଆନନ୍ଦ ଗିରିଙ୍କ ନାଁରେ ମାମଲା ରୁଜୁ କରାଯାଇଛି । ସୂଚନା ଅନୁସାରେ, ବାଘବରୀ ମଠରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ମହନ୍ତ ନରେନ୍ଦ୍ର ଗିରିଙ୍କ କୋଠରୀ ଭିତରୁ ବନ୍ଦ ରହିଥିଲା, ପରେ ସନ୍ଦେହ ହେବାରୁ ତାଙ୍କ କବାଟ ଖୋଲାଯାଇଥିଲା ।

ପରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଥିଲା ବେଳେ ମୃତଦେହ ନିକଟରୁ ଏକ ସୁଇସାଇଡ୍ ନୋଟ ମଧ୍ୟ ଜବତ ହୋଇଥିଲା । ଏହି ସୁଇସାଇଡ ନୋଟ୍ ମିଳିବା ପରେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢିବାରେ ଲାଗିଛି । ଏହି ସୁଇସାଇଡ ନୋଟରେ ସେ ମାନସିକ ସ୍ତରରେ ବିଚଳିତ ଥିବା ଉଲ୍ଲେଖ ରହିଥିଲା । ଯାହା ଫଳରେ ସେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ