Masthead

ଅକ୍ଷର ଆଉଟ, ଶାର୍ଦ୍ଦୁଲ ଇନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଓମାନ ଓ ୟୁଏଇରେ ଆରମ୍ଭ ହେବାକୁ ଥିବା ଟି -୨୦ରେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ଯାହା ଆସନ୍ତା ୧୭ରରୁ ଖେଳାଯିବ । ବିସିସିଆଇ ୧୫ ଜଣିଆ ସ୍କ୍ବାର୍ଡରୁ ବାମହାତୀ ସ୍ପିନର ଅକ୍ଷର ପଟେଲଙ୍କୁ ବାଦ ଦିଆଯାଇ ତାଙ୍କ ସ୍ଥାନରେ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କୁ ସୁଯୋଗ ଦିଆଯାଇଛି ।

କିନ୍ତୁ ପୂର୍ବରୁ ୧୫ଜଣିଆ ତାଲିକାରେ ଥିବା ଅକ୍ଷର ଏବେ ଷ୍ଟାଣ୍ଡବାଇ ଖେଳାଳି ଭାବେ ଦଳ ସହ ୟୁଏଇରେ ରହିବେ। ବିସିସିଆଇ ୧୫ ଜଣିଆ ସ୍କ୍ବାର୍ଡ ହେଲେ ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା(ଉପ-ଅଧିନାୟକ), କେଏଲ୍‌ ରାହୁଲ, ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଯଶପ୍ରୀତ ବୁମ୍‌ରା, ମହମ୍ମଦ ଶାମି, ଭୁବନେଶ୍ୱର କୁମାର, ଈଶାନ କିଷନ, ରାହୁଲ ଚହର, ଶାର୍ଦ୍ଦୁଳ ଠାକୁର, ରବିଚନ୍ଦ୍ରନ ଅଶ୍ୱିନ, ବରୁଣ ଚକ୍ରବର୍ତ୍ତୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା