Masthead

ଜ୍ୱରରେ କମ୍ପୁଛନ୍ତି ମହାବାହୁ, ଆଜିଠୁ ଅଲାର ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ):  ସ୍ନାନଯାତ୍ରା ଓ ଗଜବେଶ ଦର୍ଶନ ପରେ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ୱରରେ ପୀଡିତ ହୋଇଛନ୍ତି । ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି । ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ । ଆଜିଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏଥିପାଇଁ ଶ୍ରୀଅଲାରନାଥ ପୀଠରେ ସବୁ ପ୍ରସ୍ତୁତି ଶେଷ ହୋଇଛି ।

ଆଜି ଭୋରୁ ଶ୍ରୀଅଲାରନାଥଙ୍କ ମନ୍ଦିର ଦ୍ୱାରଫିଟା ପରେ ମଙ୍ଗଳଆରତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ୱାରପାଳ ପୂଜା, ସ୍ୱୂର୍ୟ୍ୟ ପୂଜା ଶେଷ ହୋଇଛି । ସକାଳ ୬ଟାରୁ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହୋଇଛି । ଦର୍ଶନକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା