Masthead

କଲବଲ କରୁଛି କୁହୁଡି, ୧୧ ଜିଲ୍ଲା ପାଇଁ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି କୁହୁଡି । କୁହୁଡି ପାଇଁ ଦେଖାଯାଉନାହିଁ ରାସ୍ତାଘାଟ । ଯେଉଁଥିପାଇଁ ବିଭିନ୍ନ ସ୍ଥାନରୁ ଦୁର୍ଘଟଣାର ଖବର ଆସୁଥିବା ବେଳେ ଆହୁରି ୩ ଦିନ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ତେଣୁ ଆଜି ଏବଂ ୨୧ ଓ ୨୨ ତାରିଖରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ଆଜି ସକାଳ ୮ଟା ୩୦ ଯାଏଁ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଅନୁଗୁଳ ପାଇଁ ଆଲର୍ଟ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳକୁ ୨୧ ତାରିଖ ୮ଟା ୩୦ ଆଲର୍ଟ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି