Masthead

ପୁରୀ ବ୍ୟତୀତ ସବୁଠି ରଥଟଣା ବନ୍ଦ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ବିନା ଭକ୍ତରେ ହେବ ରଥଯାତ୍ରା । ତେବେ କେବଳ ପୁରୀରେ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା ହେବ । ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବାକୁ ଅନୁମତି ଦିଆଯାଇନାହିଁ । ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଏସଆରସି । ରଥଯାତ୍ରାରେ କେବଳ ସେବାୟତମାନେ ଭାଗ ନେଇପାରିବେ । ତେବେ ଯେଉଁ ସେବାୟତମାନେ ଦୁଇ ଥର ଟିକା ନେଇସାରିଥିବେ କିମ୍ବା ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଥିବ, ସେମାନେ ହିଁ ନୀତିକାନ୍ତିରେ ଭାଗ ନେଇପାରିବେ ।

ଗୋଟିଏ ରଥରେ ୫୦୦ଲୋକରୁ ଅଧିକ ରହିବେ ନାହିଁ । ସେହିପରି ଅନ୍ୟ କୌଣସି ଯାଗାରେ ରଥଯାତ୍ରା ହେବାକୁ ଅନୁମତି ନଥିଲେ ମଧ୍ୟ ମନ୍ଦିର ମଧ୍ୟରେ ନୀତିକାନ୍ତି ହେବ ବୋଲି କୁହାଯାଇଛି । ମନ୍ଦିର ବାହାରେ କୌଣସି ନୀତିକାନ୍ତି ହେବ ନାହିଁ । ପୁରୀରେ ରଥଯାତ୍ରା ସମୟରେ କର୍ଫ୍ୟୁ ଲାଗୁ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର