Masthead

ବାତ୍ୟାକୁ ନେଇ ସବୁ ବିଭାଗକୁ ପ୍ରସ୍ତୁତି ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ଘାରିଛି ବାତ୍ୟା ଭୟ । ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳୁଛି । ତେବେ ସମ୍ଭାବ୍ୟ ବାତ୍ୟା ଆଶଙ୍କା କରି ଏବେଠୁ ସତର୍କ ହୋଇଛନ୍ତି ରାଜ୍ୟ ସରକାର । ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏଥିପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପାଇଁ ୧୧ ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ପୂର୍ବରୁ ମେ’ ରେ ବାତ୍ୟା ହେଉଥିବାରୁ ଆମେ ପ୍ରସ୍ତୁତି କରୁଛି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । କାଲିଠାରୁ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଚାଲିଛି । ଏନଡ଼ିଆରଏଫ ଓଡ୍ରାଫ ପର୍ଯ୍ୟାପ୍ତ ପରିମାଣରେ ପ୍ରସ୍ତୁତ ରହିଛନ୍ତି । ୬ ତାରିଖ ସୁଦ୍ଧା କେବଳ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ବୋଲି କୁହାଯାଉଛି । ପ୍ରେସମିଟ କରି ସୂଚନା ଦେଲେ ଏସଆରସି ସତ୍ୟବ୍ରତ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ