Masthead

ଲକ୍ଷ୍ମୀ ମାର୍କେଟ ନିଆଁ ଘଟଣା, ସବୁ କର୍ମଚାରୀ ପାଇବେ ପୁରସ୍କାର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁ ଘଟଣା । ପୁରୀ ଅପରେସନରେ ସାମିଲ ସବୁ ଅଗ୍ନିଶମ କର୍ମଚାରୀଙ୍କୁ ଦିଆଯିବ ପୁରସ୍କାର । ସମସ୍ତଙ୍କୁ ଆର୍ଥିକ ପୁରସ୍କାର ମିଳିବ କହିଲେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ । କହିଲେ ଅପରେସନ ବେଳେ ଆହତ ୨ ଜଣ କର୍ମଚାରୀଙ୍କୁ ଡିଜି ଡିସ୍କ ଦିଆଯିବ । ତା ସହିତ ନେତୃତ୍ୱ ନେଇଥିବା ୩ ଜଣ ଅଫିସରଙ୍କୁ ମଧ୍ୟ ଡିଜି ଡିସ୍କ ଦିଆଯିବ । ସମସ୍ତ କର୍ମଚାରୀଙ୍କୁ ପ୍ରୋତ୍ସାହନ ନିମନ୍ତେ ଆର୍ଥିକ ପୁରସ୍କାର ମିଳିବ । ଅପରେସନ ବହୁତ ଚାଲେଞ୍ଜିଂ ଥିଲା କହିଲେ ଅଗ୍ନିଶମ ଡିଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ