ଲକ୍ଷ୍ମୀ ମାର୍କେଟ ନିଆଁ ଘଟଣା, ସବୁ କର୍ମଚାରୀ ପାଇବେ ପୁରସ୍କାର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁ ଘଟଣା । ପୁରୀ ଅପରେସନରେ ସାମିଲ ସବୁ ଅଗ୍ନିଶମ କର୍ମଚାରୀଙ୍କୁ ଦିଆଯିବ ପୁରସ୍କାର । ସମସ୍ତଙ୍କୁ ଆର୍ଥିକ ପୁରସ୍କାର ମିଳିବ କହିଲେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ । କହିଲେ ଅପରେସନ ବେଳେ ଆହତ ୨ ଜଣ କର୍ମଚାରୀଙ୍କୁ ଡିଜି ଡିସ୍କ ଦିଆଯିବ । ତା ସହିତ ନେତୃତ୍ୱ ନେଇଥିବା ୩ ଜଣ ଅଫିସରଙ୍କୁ ମଧ୍ୟ ଡିଜି ଡିସ୍କ ଦିଆଯିବ । ସମସ୍ତ କର୍ମଚାରୀଙ୍କୁ ପ୍ରୋତ୍ସାହନ ନିମନ୍ତେ ଆର୍ଥିକ ପୁରସ୍କାର ମିଳିବ । ଅପରେସନ ବହୁତ ଚାଲେଞ୍ଜିଂ ଥିଲା କହିଲେ ଅଗ୍ନିଶମ ଡିଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’