Masthead

ଇଦ ପାଇଁ ଚଳଚଞ୍ଚଳ ସବୁ ମସଜିଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଇଦ୍ ଉଲ ଫିତର  ମୁସଲମାନ ଭାଇ ଭଉଣୀଙ୍କ ବଡ଼ ପର୍ବ । ଇଦ ପାଇଁ ଚଳଚଞ୍ଚଳ ସବୁ ମସଜିଦ ଓ ଇଦଗା ମୈଦାନ । ସରିଛି ସ୍ୱତନ୍ତ୍ର ନମାଜ ପାଠ । ପରସ୍ପରକୁ ଇଦ୍ ମୁବାରକ ଜଣାଇଛନ୍ତି ସଭିଁଏ । ଇଦ ଏକ ଆରବୀ ଶବ୍ଦ । ଯାହାର ଅର୍ଥ ଆନନ୍ଦ ଉତ୍ସବ । ଫିଦର ବା ଫିତ୍ରର ଅର୍ଥ ହେଲା ଉପବାସ ଭାଙ୍ଗିବା। ଏଇ ପର୍ବଟି ଅଣତିରିସିଆ ବା ତିରିସିଆ ମାସରେ ସୂ୍େର୍ୟାଦୟରୁ ସୂ୍ର୍ୟାସ୍ତ ପର୍ଯ୍ୟନ୍ତ କରାଯାଉଥିବା ଉପବାସର ଉପସଂହାର। ସେଥିପାଇଁ ଇଦର ପ୍ରଥମ ଦିନ ମାସର ପ୍ରଥମ ଦିନ ହୋଇଥାଏ। ଇସଲାମରେ ରମଜାନ ମାସକୁ ପବିତ୍ର ମାସ ବୋଲି ଜ୍ଞାନ କରାଯାଏ। ମାସ ସାରା ମୁସଲମାନମାନେ ଉପବାସ କରିଥାନ୍ତି। ଇସଲାମୀ ସାଲରେ ଥିବା ୨ଟି ଇଦ ଭିତରୁ ଏହା ଗୋଟିଏ। ଅନ୍ୟଟି ହେଲା ‘ଇଦ ଉଲ-ଅଜହା’। ମୁସଲମାନମାନେ ଏଇ ପର୍ବରେ ଆଲ୍ଲାଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହିତ ଭୋଜି-ଭାତ ସହିତ ଅନେକ ସୁସ୍ୱାଦୁ ଭୋଜନର ମଜା ନେଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ