Masthead

ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ

(ବଡ଼ ଖବର ବ୍ୟୁରୋ): ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ହେବ ଏହି ବୈଠକ । ଆଗକୁ ମୌସୁମୀ ଅଧିବେଶନ ଥିବା ବେଳେ କେମିତି ଚାଲିବ ଅଧିବେଶନ ସେନେଇ ହେବ ଆଲୋଚନା । ସେପ୍ଟମ୍ବର ୧ରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ ।

ଏଥର ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି। ବିଧାନସଭାର କାର୍ଯ୍ୟବିଧି କେମିତି ଚାଲିବ ସେନେଇ ସର୍ବଦଳୀୟ ବୈଠକ ଡାକିଠଛନ୍ତି ବାଚସ୍ପତି । ଏଥର ଅଧିବେଶନ ସରଗରମ ହେବାକୁ ଯାଉଛି । ମାଳମାଳ ପ୍ରସଙ୍ଗକୁ ଅସ୍ତ୍ର କରି ସରକାରଙ୍କୁ ଘେରିବା ପାଇଁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି