କାଲି ବିଧାନସଭା, ଆଜି ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା କାଲିଠାରୁ ଅନୁଷ୍ଠିତ ହେବାକୁ ଯାଉଛି ବିଧାନସଭାର ଶୀତ ଅଧିବେଶନ। ଏହା ପୂର୍ବରୁ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ଅନୁଷ୍ଠିତ ହେଲା ସର୍ବଦଳୀୟ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହା ଲିଙ୍ଗ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବଙ୍କ ସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉପସ୍ଥିତ ରହିଥିଲେ । ବୈଠକରେ ବାଚସ୍ପତି ଆହ୍ୱାନ କରିଥିଲେ କି କିପରି ଗୃହ କାର୍ୟ୍ୟକୁ ଶୃଙ୍ଖଳିତ କରିବା ସେଥିରେ ସମସ୍ତେ ସହଭାଗିତା ରଖିବା । ସେପଟେ ବିରୋଧୀଙ୍କ ପକ୍ଷରୁ କୁହାଯାଇଥିଲା କି ସମସ୍ତଙ୍କୁ ସମ୍ମାନ ଅଧିକାରୀ ମିଳିବା ଆବଶ୍ୟକ ରହିଛି । ଏହି ଅଧିବେଶନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ବଜେଟ୍ ଆଗତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଲି ବିଧାନସଭା, ଆଜି ବସିଲା ସର୍ବଦଳୀୟ ବୈଠକ 🔴 ଭୁବନେଶ୍ୱରରେ ବିଗିଡିଲା ବାୟୁର ମାନ 🔴 ଦିଲ୍ଲୀରେ ବିଷାକ୍ତ ହେଲା ବାୟୁ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଦୀପାବଳୀ ପରେ ବଢିବ ଶୀତ 🔴 ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଗଞ୍ଜାମ ଲୋକଙ୍କ ପାଇଁ ସହାୟତା ଲୋଡ଼ିଲେ ଜିଲ୍ଲାପାଳ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 କାଲି ବିଧାନସଭା, ଆଜି ବସିଲା ସର୍ବଦଳୀୟ ବୈଠକ 🔴 ଭୁବନେଶ୍ୱରରେ ବିଗିଡିଲା ବାୟୁର ମାନ 🔴 ଦିଲ୍ଲୀରେ ବିଷାକ୍ତ ହେଲା ବାୟୁ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଦୀପାବଳୀ ପରେ ବଢିବ ଶୀତ 🔴 ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଗଞ୍ଜାମ ଲୋକଙ୍କ ପାଇଁ ସହାୟତା ଲୋଡ଼ିଲେ ଜିଲ୍ଲାପାଳ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ