Masthead

୨୧ରେ ସର୍ବ ଦଳୀୟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଏହା ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନ ଅବ୍ୟବହିତ ପୂର୍ବରୁ ଆସନ୍ତା ୨୧ ତାରିଖରେ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ବୈଠକରେ ଯୋଗଦେବା ଲାଗି ବିଭିନ୍ନ ରାଜନୈତିକ ଦଳର ଗୃହର ନେତାମାନଙ୍କୁ ଡକାଯାଇଛି । ସଂସଦର ଆନେକ୍ସ ରୁମରେ ମୁଖ୍ୟ କମିଟି ପ୍ରକୋଷ୍ଠରେ ସକାଳ ୯ଟାରେ ଏହି ବୈଠକ ଅନୁଷ୍ଠିତ ହେବ ।

ସର୍ବଦଳୀୟ ବୈଠକରେ ବଜେଟ ଅଧିବେଶନକୁ ସୁରୁଖୁରୁରେ ସମ୍ପାଦନ କରିବା ଲାଗି ସରକାରଙ୍କ ପକ୍ଷରୁ ସବୁ ଦଳର ସହଯୋଗ ଲୋଡାଯିବ । ସାଧାରଣତଃ କୌଣସି ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଡକାଯାଇଥାଏ । ଆସନ୍ତା ୨୩ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ ଉପସ୍ଥାପନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା