Masthead

୨୩ରୁ ଭୁବନେଶ୍ୱରରେ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ପାଇଁ ଖୁସି ଖବର । ଆସନ୍ତା ୨୩ରୁ ରାଜଧାନୀରେ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଏ ନେଇ ବିଏମ୍ସି ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ । ତେବେ କୋଭିଡ ଗାଇଡଲାଇନ୍ ପାଳନକୁ ବାଧ୍ୟତାମୂଳକ କରାଯାଇଛି । ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନେଇପାରିବେ ନିଷ୍ପତ୍ତି । ଏନେଇ ବିଭିନ୍ନ ଧର୍ମର ନେତୃବୃନ୍ଦଙ୍କ ସହ ଭର୍ଚୁଆଲରେ ହୋଇଥିଲା ଆଲୋଚନା। ସିଂହଦ୍ଵାର ଓ ଆଡକାଠ ଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଅନୁମତି ।

ଭୋଗ ଲାଗିବା ଉପରେ ବି ରୋକ ଲଗାଯାଇଛି । ସାମାଜିକ ଦୂରତା ଓ ମାସ୍କ ବାଧ୍ୟତାମୂଳକ କରାଯାଇଛି । ୨୫ରୁ ଅଧିକ ଭକ୍ତଙ୍କ ଏକାଠି ଦର୍ଶନ ମନା। ଛେପ ପକାଇବା ଓ ଗୁଟଖା ଖାଇବା ଉପରେ ରୋକ ଲଗାଯାଇଛି । ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ୧୮ବର୍ଷରୁ କମ ବୟସ୍କ ଓ ଅନ୍ୟ ସମ୍ବେଦନଶୀଳ ବର୍ଗଙ୍କୁ ଧାର୍ମିକ ଅନୁଷ୍ଠନ ଯିବା ଉପରେ ବି କଟକଣା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ