Masthead

ଜ୍ଞାନବାପିରେ ହିନ୍ଦୁ ପୂଜା ଅନୁମତି କାଏମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜ୍ଞାନବାପି ମସ୍‌ଜିଦ ମାମଲା: ମୁସଲିମ୍‌ ପକ୍ଷର ପିଟିସନ୍‌ ଖାରଜ । ମୁସଲିମ୍‌ ପକ୍ଷର ପିଟିସନ୍‌ ଖାରଜ କଲେ ଆହ୍ଲାବାଦ ହାଇକୋର୍ଟ । ବାରଣାସୀ କୋର୍ଟଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ଜ୍ଞାନବାପିର ବ୍ୟାସ ତହଖାନାରେ ହିନ୍ଦୁମାନେ ପୂଜା କରିପାରିବେ । ଜଷ୍ଟିସ ରୋହିତ ରଂଜନ ଅଗ୍ରୱାଲଙ୍କ ଖଣ୍ଡପୀଠରେ ଶୁଣାଣି ପରେ ରାୟ ଶୁଣାଇଛନ୍ତି କୋର୍ଟ ।

ଅନଜୁମନ ଇନ୍ତଜାମିଆ ମସଜିଦ କମିଟିର ଆବେଦନକୁ ଖାରଜ କରିଛନ୍ତି ଉଚ୍ଚ ନ୍ୟାୟାଳୟ । ପୂର୍ବରୁ ହିନ୍ଦୁ ପକ୍ଷ ପୂଜାର୍ଚ୍ଚନା ପାଇଁ ବାରଣାସୀ ଜିଲ୍ଲା ଜଜଙ୍କ କୋର୍ଟରେ ଅପିଲ କରିଥିଲେ । ଯାହାର ଶୁଣାଣି କରି ଜାନୁଆରୀ ୩୧ରେ ପୂଜା ପାଇଁ ଅନୁମତି ଦେଇଥିଲେ କୋର୍ଟ । ଏହାପରେ ସେଠାରେ ପୂଜାର୍ଚ୍ଚନା ହୋଇ ଆସୁଛି । କିନ୍ତୁ ତଳ କୋର୍ଟଙ୍କ ନିର୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ମୁସଲିମ ପକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ