Masthead

ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏମିତି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ହାତିଗଡ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ।

ଗତକାଲି ସର୍ଦାରବନ୍ଧ ପଞ୍ଚାୟତର ସଂଖାଭଙ୍ଗା ଗ୍ରାମର ଗଙ୍ଗାଧର ମାହାନ୍ତଙ୍କୁ ଝାଡ଼ା ବାନ୍ତି ହେବାରୁ ପରିବାର ଲୋକେ ଏହି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ।

କିନ୍ତୁ ରାତିରେ ଦେହ ଅଧିକ ଅସୁସ୍ଥ ହେବାରୁ ଡାକ୍ତରଙ୍କୁ ଡାକିବାରୁ ଡାକ୍ତର ରୋଗୀ ଦେଖିବା ପାଇଁ ଆସିନଥିଲେ । ଯାହାପାଇଁ ଗଙ୍ଗାଧରଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ଅଭିଯୋଗ । ଯାହାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା