ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍

ନରସିଂହପୁର (ବଡ଼ ଖବର ବ୍ୟୁରୋ): ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ । କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଦନ୍ତାରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ବିଳମ୍ଭିତ ରାତିରେ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରହିଥିବା ଚାଉଳ ଚୋରି ହୋଇଥିବା ଅଭିଯୋଗ ହୋଇଛି । ତେବେ ସୂଚନା ମୁତାବକ ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ବିଦ୍ୟାଳୟର ତାଲା ଭାଙ୍ଗି ପ୍ରବେଶ କରି କିଛି ଚାଉଳ ଓ କାଗଜ ପତ୍ର ଚିରି ଦେଇଛି ।

ତେବେ କେଉଁ ସାମଗ୍ରୀ କେତେ ପରିମାଣରେ ଚୋରି ହୋଇଛି ତାହା ସଠିକ ଭାବେ ଜଣା ପଡ଼ିନଥିଲା ବେଳେ ସ୍କୁଲ ତରଫରୁ ନରସିଂହପୁର ଥାନରେ ଅଭିଯୋଗ ହୋଇଛି । ନରସିଂହପୁର ଅଞ୍ଚଳର ବିଭିନ୍ନ ସ୍କୁଲରୁ ଚୋରି ଲଗାତାର ଭାବରେ ହେଉଥିଲେ ମଧ୍ୟ ସ୍ଥାୟୀ ସୁରକ୍ଷା ଦେବାରେ ବିଫଳ ହୋଇଛି ପ୍ରଶାସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’