Masthead

ଶଶୀଭୂଷଣଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ବିଜେଡି ବିଧାୟକ ଶଶୀଭୂଷଣ ବେହେରାଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ । ବୋହୂ ରୋନାଲି ବେହେରା ଆଣିଲେ ଅଭିଯୋଗ ।

ବିଧାୟକଙ୍କ ପୁଅ , ସ୍ତ୍ରୀ ଓ ଅନ୍ୟ ପରିବାର ସଦସ୍ୟଙ୍କ ନାଁରେ ଥାନାରେ ଅଭିଯୋଗ । ବାଙ୍କୀ ଥାନାରେ ଯୌତୁକ ନିର୍ୟାତନା ନେଇ ଅଭିଯୋଗ କଲେ ବୋହୂ ରୋନାଲି । ରୋନାଲିଙ୍କୁ ଶାରୀରିକ ଓ ମାନସିକ ନିର୍ୟାତନା ଦିଆଯାଉଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ