Masthead

ଶଶୀଭୂଷଣଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ବିଜେଡି ବିଧାୟକ ଶଶୀଭୂଷଣ ବେହେରାଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ । ବୋହୂ ରୋନାଲି ବେହେରା ଆଣିଲେ ଅଭିଯୋଗ ।

ବିଧାୟକଙ୍କ ପୁଅ , ସ୍ତ୍ରୀ ଓ ଅନ୍ୟ ପରିବାର ସଦସ୍ୟଙ୍କ ନାଁରେ ଥାନାରେ ଅଭିଯୋଗ । ବାଙ୍କୀ ଥାନାରେ ଯୌତୁକ ନିର୍ୟାତନା ନେଇ ଅଭିଯୋଗ କଲେ ବୋହୂ ରୋନାଲି । ରୋନାଲିଙ୍କୁ ଶାରୀରିକ ଓ ମାନସିକ ନିର୍ୟାତନା ଦିଆଯାଉଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା