Masthead

ଗଣ୍ଡକୀପୁର ଗ୍ରାମରେ ଉତ୍ତେଜନା

ପାରାଦୀପ (ବଡ଼ ଖବର ବ୍ୟୁରୋ): କୁଜଙ୍ଗ ଥାନା ଗଣ୍ଡକୀପୁର ଗ୍ରାମରେ ଧର୍ମାନ୍ତରୀକରଣ ଅଭିଯୋଗ। ଏହି ଘଟଣାରେ ଗ୍ରାମରେ ଚାପା ଉତ୍ତେଜନା ଦେଖାଦେଇଛି । ଖବର ପାଇ ଘେରିଲେ ବଜରଙ୍ଗ ଦଳ କର୍ମୀ। ଅସ୍ତରଙ୍ଗ, କାକଟପୁର ଓ ଖୋର୍ଦ୍ଧା ଅଞ୍ଚଳରୁ ୪ ଭିନ୍ନ ଧର୍ମର ଲୋକ ଗଣ୍ଡକିପୁର ଗ୍ରାମକୁ ଆସି ୪ ପରିବାରକୁ ଧର୍ମ ପରିବର୍ତ୍ତନ କରାଇଥିଲେ । ଉତ୍ତେଜନା ଆରମ୍ଭ ହେବାରୁ ପୋଲିସ ଖବର ପାଇ ଗାଁରେ ପହଞ୍ଚôଥିଲା । ବାହାରୁ ଆସିଥିବା ଅନ୍ୟ ଧର୍ମର ୪ଜଣଙ୍କୁ ପୋଲିସ ଉଠାଇ ନେଇଛି । ସେମାନଙ୍କ ନିକଟରୁ ଅଣ୍ଡରଟେକିଂ ରଖି ପୋଲିସ ଛାଡିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ