ଗଣ୍ଡକୀପୁର ଗ୍ରାମରେ ଉତ୍ତେଜନା

ପାରାଦୀପ (ବଡ଼ ଖବର ବ୍ୟୁରୋ): କୁଜଙ୍ଗ ଥାନା ଗଣ୍ଡକୀପୁର ଗ୍ରାମରେ ଧର୍ମାନ୍ତରୀକରଣ ଅଭିଯୋଗ। ଏହି ଘଟଣାରେ ଗ୍ରାମରେ ଚାପା ଉତ୍ତେଜନା ଦେଖାଦେଇଛି । ଖବର ପାଇ ଘେରିଲେ ବଜରଙ୍ଗ ଦଳ କର୍ମୀ। ଅସ୍ତରଙ୍ଗ, କାକଟପୁର ଓ ଖୋର୍ଦ୍ଧା ଅଞ୍ଚଳରୁ ୪ ଭିନ୍ନ ଧର୍ମର ଲୋକ ଗଣ୍ଡକିପୁର ଗ୍ରାମକୁ ଆସି ୪ ପରିବାରକୁ ଧର୍ମ ପରିବର୍ତ୍ତନ କରାଇଥିଲେ । ଉତ୍ତେଜନା ଆରମ୍ଭ ହେବାରୁ ପୋଲିସ ଖବର ପାଇ ଗାଁରେ ପହଞ୍ଚôଥିଲା । ବାହାରୁ ଆସିଥିବା ଅନ୍ୟ ଧର୍ମର ୪ଜଣଙ୍କୁ ପୋଲିସ ଉଠାଇ ନେଇଛି । ସେମାନଙ୍କ ନିକଟରୁ ଅଣ୍ଡରଟେକିଂ ରଖି ପୋଲିସ ଛାଡିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ