Masthead

ଅଙ୍ଗନୱାଡି କେନ୍ଦ୍ରରେ ଦୁର୍ନୀତି ଅଭିଯୋଗ, ସୁପରଭାଇଜରଙ୍କୁ ଘେରିଲେ ସ୍ଥାନୀୟ ଲୋକେ

ଧର୍ମଶାଳା(ବଡ଼ ଖବର ବ୍ୟୁରୋ): ଅଙ୍ଗନୱାଡି କେନ୍ଦ୍ରରେ ଦୁର୍ନୀତି ଅଭିଯୋଗ ସୁପରଭାଇଜରଙ୍କୁ ଘେରିଲେ ସ୍ଥାନୀୟ ଲୋକେ । ଅଣ୍ଡା, ଛତୁଆ, ମୁଢି ଓ ଶୋଲା ଆଦି ବାଣ୍ଟିବାକୁ ଅଙ୍ଗନୱାଡ଼ି କେନ୍ଦ୍ରକୁ ମିଳିଛି ଦାୟିତ୍ଵ । ଆଉ ବଣ୍ଟନରେ ଦୁର୍ନୀତି ହେଉଥିବା ନେଇ ଅସନ୍ତୋଷ ବ୍ୟକ୍ତ କରି ସୁପରଭାଇଜରକୁ ଘେରିବାରୁ ସ୍ଥାନୀୟ ପୋଲିସ ଲୋଡା ପଡିଛି। କମ୍ ହେଉ ପଛେ ଯେନତେନ ପ୍ରକାର ବାଣ୍ଟିବାକୁ ପୋଲିସର ସାହାରା ନେଇଥିବା ଲୋକେ ଅଭିଯୋଗ କରିଛନ୍ତି।

ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ମାନପୁର ଅଙ୍ଗନୱାଡ଼ି କେନ୍ଦ୍ରରେ । ଦୀର୍ଘଦିନ ହେବ ଏଠାରେ ଛୋଟ ପିଲା, କିଶୋରୀ ବାଳିକା ଓ ଗର୍ଭବତୀମାନଙ୍କୁ କମ ପରିମାଣରେ ପୃଷ୍ଟିକର ଆହାର ଦିଆଯାଉଥିବା ଅଭିଯୋଗ କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ।ଅନ୍ୟପଟେ ଦୀର୍ଘଦିନ ହେବ ମାନପୁର ଅଙ୍ଗନୱାଡ଼ି କେନ୍ଦ୍ରରେ ଅଙ୍ଗନୱାଡ଼ି କର୍ମୀ ନାହାନ୍ତି । ଛୋଟପିଲା ପାଠପଢା ସହ, ଗର୍ଭବତୀ ମହିଳାମାନେ ସେବା ପାଇପାରୁ ନଥିବା ମଧ୍ୟ ଅଭିଯୋଗ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ