Masthead

ମାଓବାଦୀ ନାଁରେ ଟଙ୍କା ଆଦାୟ ଅଭିଯୋଗ

ନର୍ଲା (ବଡ଼ ଖବର ବ୍ୟୁରୋ):  ମାଓବାଦୀ ନାଁରେ ଟଙ୍କା ଆଦାୟ ଅଭିଯୋଗ । ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲଣ । ନର୍ଲା ଥାନା କିଳବେଡା଼ ଗ୍ରାମର ମଳୟ ପଧାନ ଓ ବୋରିଂଗପଦର ଗ୍ରାମର ରାଜେନ୍ଦ୍ର ପଧାନ ବୋରିଂଗପଦର ଗ୍ରାମର ଡମ୍ବରୁଧର ଗଡତିଆଙ୍କୁ ମାଓବାଦୀ ନାଁ ନେଇ ମୋବାଇଲରେ ଧମକ ଦେବା ସହ ୩ଲକ୍ଷ ଟଙ୍କା ଦାବି କରିଥିଲେ । ଡମ୍ବରୁଧର ଥାନାରେ ଅ୍ରଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ପରେ ଅଭିଯୁକ୍ତଙ୍କୁ ଗରିଫ କରି କୋର୍ଟ ଚାଲ ।ଣ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ