Masthead

ସମ୍ବାଦ ଅଫିସରେ ପଶିଲା EOW ଟିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ‘ସମ୍ବାଦ’ ଅଫିସ୍‌ରେ କ୍ରାଇମବ୍ରାଞ୍ଚ EOW ଟିମ୍‌ । ୧୨ ଜଣିଆ ଟିମ କରୁଛନ୍ତି ରେଡ୍ । ଲୋନ୍‌ ଜାଲିଆତି ଅଭିଯୋଗର ତଦନ୍ତ ପାଇଁ ଖୋଳତାଡ଼ । ପୂର୍ବରୁ ନିଜ କର୍ମଚାରୀଙ୍କ ନାଁରେ ଲୋନ୍ ଦୁର୍ନୀତି କରୁଥିବା ଅଭିଯୋଗ ମାମଲାରେ ଦୈନିକ ଖବରକାଗଜ ସମ୍ବାଦର ପ୍ରକାଶକ କମଳାକାନ୍ତ ମହାପାତ୍ରଙ୍କୁ ଗତକାଲି EOW ପଚରାଉଚରା କରିଥିଲା। ତେବେ ଏନେଇ ଗଣମାଧ୍ୟମ ଆଗରେ କୌଣସି ପ୍ରତିକ୍ରିୟା ରଖିନଥିଲେ କମଳାକାନ୍ତ ।

କର୍ମଚାରୀଙ୍କ ନାଁରେ ଫେକ୍ ଆକାଉଣ୍ଟ କରି ଲୋନ୍ କରାଯାଉଥିବା ଅଭିଯୋଗରେ ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକ ଏବଂ ମାନବସମ୍ବଳ ବିଭାଗର ଅଧିକାରୀ ବୈଜୟନ୍ତୀ କରଙ୍କ ବିରୋଧରେ ସମ୍ବାଦର ଜଣେ ପୂର୍ବତନ କର୍ମଚାରୀ ଅଭିଯୋଗ କରିଥିଲେ। ତାଙ୍କ ବିନା ଅନୁମତିରେ ନକଲି ଆକାଉଣ୍ଟ ତିଆରି କରି ୫ ଲକ୍ଷ ଟଙ୍କା ୠଣ ଉଠାଯାଇଥିବା ସେ ଦର୍ଶାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି