Masthead

ମାଲକାନଗିରି ସୀମାରେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାରେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଆରମ୍ଭ ହୋଇଛି ପୁଷ୍ପା-୨ ସୁଟିଂ । ସ୍ୱାଭିମାନ ଅଞ୍ଚଳର ସୀମାରେ ଥିବା ଆନ୍ଧ୍ରପ୍ରଦେଶର ତରାବୁରେ ସୁଟିଂ ଆରମ୍ଭ ହୋଇଛି । ପୁଷ୍ପା-୨ର ପୁରା ଟିମକୁ ତରାବୁରେ ଦେଖିବାକୁ ମିଳିଛି । ସୁଟିଂ ପାଇଁ ପୂର୍ବରୁ ଅସ୍ଥାୟୀ ଘର ପ୍ରସ୍ତୁତ କରାଯାଇଥିଲା । ଏହା ପରେ ମାଲକାନଗିରିରେ ମଧ୍ୟ ସୁଟିଂ କରାଯିବ । ମାଲକାନଗିରିର ଘଞ୍ଚ ଜଙ୍ଗଲରେ ପୁଷ୍ପା-୨ ଫିଲ୍ମର କିଛି ଅଂଶ ସୁଟିଂ ହେବ ।

ଫିଲ୍ମ ନିର୍ମାଣ ସଂସ୍ଥାର ଏକ ଟିମ୍ ଗତ ୧ ମାସ ଧରି ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନ ବୁଲିଥିବା ବେଳେ ଶେଷରେ ସ୍ୱାଭିମାନ ଅଞ୍ଚଳର ଝୁଲା ପୋଲ, ହନ୍ତାଳଗୁଡା ଘାଟି ଓ ଚିତ୍ରକୋଣ୍ଡା ସ୍ପିଲବେରେ ନିର୍ମାଣାଧୀନ ପୋଲ ନିକଟରେ ସୁଟିଂ କରିବା ନିମନ୍ତେ ଯୋଜନା କରିଛନ୍ତି। ପୁଷ୍ପା-୨ ପାଇଁ ମାଲକାନଗିରି ଜିଲ୍ଲାର ସ୍ୱାଭାମାନ ଅଞ୍ଚଳ ଓ ସପ୍ତଧାରା ନଦୀର ବିଭିନ୍ନ ସ୍ଥାନରେ ସୁଟିଂ କରିବା ପାଇଁ ଆଗ୍ରହ ପ୍ରକାଶ କରିଛି ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା